ପୋଲସରା ହେବ ମ୍ୟୁନିସିପାଲିଟି, ଆରମ୍ଭ ହେଲା ପ୍ରକ୍ରିୟା

ଗଞ୍ଜାମ ଜିଲ୍ଲା ପୋଲସରାକୁ ମିଳିବ ମ୍ୟୁନିସିପାଲିଟି ମାନ୍ୟତା । ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଛି । ଗଞ୍ଜାମ ଜିଲ୍ଲା ନଗର ଉନ୍ନୟନ ସଂସ୍ଥା ପକ୍ଷରୁ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଏନେଇ ଚିଠି ଲେଖାଯାଇଛି । ନିର୍ଦ୍ଧାରିତ ଫର୍ମରେ ତଥ୍ୟ ଦେବାକୁ ଚିଠିରେ ଉଲ୍ଲେଖ କରାଯାଇଛି ।

Polsara t

ଦୀର୍ଘ ଦିନ ହେବ ପୋଲସରାକୁ ମ୍ୟୁନିସିପାଲିଟି ମାନ୍ୟତା ପ୍ରଦାନ ପାଇଁ ଦାବି ହୋଇ ଆସୁଥିଲା । ଏବେ ପ୍ରକ୍ରିୟା ଆରମ୍ଭ ହୋଇଥିବାରୁ ପୋଲସରାବାସୀଙ୍କ ମହଲରେ ଖୁସିର ଲହରି ଦେଖିବାକୁ ମିଳିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+