ଏଥର ପଶ୍ଚିମବଙ୍ଗ ନୁହେଁ ଉତ୍ତରପ୍ରଦେଶରୁ ଓଡ଼ିଶା ଆସିଲା ଆଳୁ , ସୂଚନା ଦେଲେ ଯୋଗାଣ ମନ୍ତ୍ରୀ
ଭୁବନେଶ୍ୱର: ଆଳୁର ବର୍ଦ୍ଧିତ ଦର ଓ ଅଭାବକୁ ନେଇ ଆକ୍ସନ ମୋଡ଼ରେ ରାଜ୍ୟ ସରକାର । ଗତ କିଛି ଦିନ ତଳେ ଜରୁରୀ କାଳୀନ ବୈଠକ ଡାକିଥିଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ । ପ୍ରତିକ୍ରିୟା ରଖି ଖାଦ୍ୟ ଯୋଗାଣ ମନ୍ତ୍ରୀ କହିିଥିଲେ , ପଶ୍ଚିମବଙ୍ଗ ସରକାରର ନିଷ୍ପତ୍ତି ଦୁର୍ଭାଗ୍ୟପୂର୍ଣ୍ଣ । ଏ ନେଇ ଆମେ ତାଙ୍କ ସହ ଆଲୋଚନା କରିବୁ ।
ଯଦି ତୁରନ୍ତ ଆଳୁ ସମସ୍ୟା ସମାଧାନ ନହେଉଛି ଆମେ ଉତ୍ତରପ୍ରଦେଶ ସରକାରଙ୍କ ସହ ଆଲୋଚନା କରିବୁ । ଆଉ ପଶ୍ଚିମବଙ୍ଗ ଯଦି ଆଳୁ ନ ଦିଏ ତେବେ ଉତ୍ତରପ୍ରଦେଶରୁ ଖୁବଶୀଘ୍ର ଆଣିବୁ ଆଳୁ ଆଣିବୁ ବୋଲି କହିଥିଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ । ଆଉ ଆଜି ଉତ୍ତରପ୍ରଦେଶରୁ ଓଡ଼ିଶା ଆସିଲା ଆଳୁ । ଆଗକୁ ମଧ୍ୟ ଉତ୍ତରପ୍ରଦେଶରୁ ଆଳୁ ଆସିବ ।

ପଶ୍ଚିମବଙ୍ଗରୁ ଆଳୁ ଆସିବା ଧୀରେ ଧୀରେ ବନ୍ଦ ହେବ । ଏଭଳି କିଛି ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୁଷ୍ଣ ଚନ୍ଦ୍ର ପାତ୍ର । ବ୍ୟବସାୟୀ ସଙ୍ଘ ସହ ସରକାରଙ୍କ ସହହୋଇଛି ଆଲୋଚନା । ଉତ୍ତରପ୍ରଦେଶରୁ ଭନ୍ନତ ମାନର ଆଳୁ ଆସିବ । ୟୁପିରୁ ଆଳୁ ଆଣିବାକୁ ପ୍ରସ୍ତୁତ ବଣିକ ସଙ୍ଘ ବୋଲି କହିଛନ୍ତି ଯୋଗାଣ ମନ୍ତ୍ରୀ ।
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ












Click it and Unblock the Notifications