ବିଜେପିରେ ସାମିଲ ହେଲେ ପ୍ରସନ୍ନ ପାଟ୍ଟଶାଣୀ

ବିଜେପିରେ ସାମିଲ ହେଲେ ବିଜେଡିର ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀ । ବିଜେଡି ଛାଡି ବିଜେପିର ହାତ ଧରିଲେ ପ୍ରସନ୍ନ ପାଟ୍ଟଶାଣୀ । ଦିଲ୍ଲୀ ଗସ୍ତ ସମୟରେ ସେ ବିଜେପିରେ ସାମିଲ ହୋଇଛନ୍ତି ।

Prasanna Patshani

କାନ୍ଧରେ ବିଜେପି ଉତରୀୟ ପକାଇଥିବା ପ୍ରସନ୍ନ ପାଟ୍ଟଶାଣୀଙ୍କ ଫଟୋ ସାମ୍ନାକୁ ଆସିଛି । ଦିଲ୍ଲୀରେ ଥିବା ନବ ନିର୍ବାଚିତ ସାଂସଦ ଓ ବରିଷ୍ଠ ବିଜେପି ନେତାଙ୍କ ସହ ଥିବା ଫଟୋ ଏବେ ସୋସିଆଲ ମିିଡିଆରେ ଘୁରି ବୁଲୁଛି ।

୨୦୨୪ ଓ ୨୦୧୯ରେ ବିଜେଡି ଟିକେଟ ଆଶାୟୀ ଥିଲେ ପ୍ରସନ୍ନ ପାଟ୍ଟଶାଣୀ । କିନ୍ତୁ ବିଜେଡି ତାଙ୍କ ଉପରେ ଭରଷା କରିନଥିଲା । ବିଜେପି ରାଜ୍ୟରେ ପୂର୍ଣ୍ଣ ସଂଖ୍ୟା ଗରିଷ୍ଠତା ହାସଲ କରି ସରକାର ଗଠନ କରିବାକୁ ଯାଉଛି । ଏପରି ସମୟରେ ବିଜେଡି ଛାଡି ବିଜେପି ଶବିରରେ ଯୋଗ ଦେଇଛନ୍ତି ପ୍ରସନ୍ନ ପାଟ୍ଟଶାଣୀ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+