ପଞ୍ଚଭୂତରେ ବିଲୀନ ହେଲେ ପ୍ରଶାନ୍ତ ଶତପଥୀ; ବାଲେଶ୍ବର ଇସାଣୀ ଗାଁ ମଶାଣୀରେ ଶେକକୃତ୍ୟ ସମ୍ପନ୍ନ

ପଞ୍ଚଭୂତରେ ବିଲୀନ ହେଲେ ପ୍ରଶାନ୍ତ ଶତପଥୀ । ବାଲେଶ୍ବର ଇସାଣୀ ଗାଁ ମଶାଣୀରେ ଶେକକୃତ୍ୟ ସମ୍ପନ୍ନ
। ପ୍ରଶାନ୍ତ ଶତପଥୀଙ୍କୁ ମୁଖାଗ୍ନି ଦେଲା ତାଙ୍କ କୁନି ପୁଅ ।

Prashant Satapati creamation in odisha balasore

ପହଲଗାମ ଆକ୍ରମଣକୁ ନେଇ ସାରା ଦେଶ ସ୍ତବ୍ଧ ହୋଇଯାଇଛି। ଏହି ଘଟଣାରେ ଓଡ଼ିଶାର ୨ଜଣ ପୁଅ ମୃତ୍ୟୁବରଣ କରିଛନ୍ତି। ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କୀ ଆକ୍ରମଣରେ ପ୍ରାଣ ହରାଇଥିବା ଓଡ଼ିଆ ଯୁବକ ପ୍ରଶାନ୍ତ ଶତପଥୀଙ୍କ ଆଜି ହେବ ଶେଷକୃତ୍ୟ। ଆଜି ଭୋରରେ ବାଲେଶ୍ୱର ଇସାଣୀରେ ପହଞ୍ଚିଛି ମରଶରୀର। ଏନେଇ ସାରା ଗାଁରେ ଶୋକାକୂଳ ପରିବେଶ ରହିଛି। ଗତକାଲି ରାତିରେ ମରଶରୀର ଜମ୍ମୁ-କଶ୍ମୀରରୁ ଆସି ଭୁବନେଶ୍ୱରରେ ପହଞ୍ଚିଥିଲା। ଭୁବନେଶ୍ବର ବିମାନବନ୍ଦରରେ ରାତି ପ୍ରାୟ ୧୨ଟା ୩୦ମିନିଟରେ ପହଞ୍ଚିଥିଲା ପ୍ରଶାନ୍ତଙ୍କ ମରଶରୀର। ତେବେ ଏହାରି ଭିତରେ ବାଲେଶ୍ୱରରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରଶାନ୍ତଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି। ମୃତ ପ୍ରଶାନ୍ତଙ୍କ ପରିବାର ବର୍ଗଙ୍କ ପାଇଁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରଶାନ୍ତଙ୍କ ପରିବାରକୁ ୨୦ ଲକ୍ଷର ସହାୟତ ରାଶି ଘୋଷଣା। ଏଥିସହ ପ୍ରଶାନ୍ତଙ୍କ ସ୍ତ୍ରୀଙ୍କୁ ଚାକିରି ମିଳିବା ସହ ପୁଅର ପାଠପଢ଼ା ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+