ସ୍ଥାପନ ହେଲା ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ପାଇଁ ଶୁଭସ୍ତମ୍ଭ
ବରଗଡ଼: ସ୍ଥାପନ ହେଲା ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ପାଇଁ ଶୁଭସ୍ତମ୍ଭ । ପାରମ୍ପରୀକ ରୀତିନୀତିରେ ପୂଜର୍ଚ୍ଚନା ପରେ ବରଗଡ଼ ଜିଲ୍ଲାପାଳଙ୍କ ଦ୍ୱାରା ଶୁଭସ୍ତମ୍ଭ ସ୍ଥାପନା କରାଯାଇଛି । ଜାନୁଆରୀ ୧୫ରେ ବରଗଡରେ ଆରମ୍ଭ ହବେ ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ଯାହା ଜାନୁଆରୀ ୨୫ ତାରିଖରେ ଶେଷ ହେବା ନେଇ ସୂଚନା ରହିଛି ।
ସୂଚନା ଅନୁସାରେ, ବରଗଡ଼ର ୭୬ ତମ ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା ଆସନ୍ତା ମାସ ଅର୍ଥାତ୍ ଜାନୁଆରୀ ୧୫ରୁ ଆରମ୍ଭ ହୋଇ ୨୫ ତାରିଖରେ ଶେଷ ହେବ । ଯେଉଁଥି ପାଇଁ ଜୋରସୋରରେ ଚାଲିଛି ପ୍ରସ୍ତୁତି । ଧନୁଯାତ୍ରା ପାଇଁ ପ୍ରଥମେ ମା' ସମଲେଶ୍ୱେରୀଙ୍କ ପାଖରେ ପୂଜାର୍ଚ୍ଚନା କରାଯିବା ପରେ ବରଗଡ଼ର ହାଟପଜା ସଞ୍ଚାର ପଡିଆଠାରେ ଶୁଭସ୍ତମ୍ଭ ସ୍ଥାପନ କରାଯାଇଥିଲା ।

ପ୍ରଥମେ ମା' ସମଲେଶ୍ୱେରୀଙ୍କ ପାଖରେ ପୂଜାର୍ଚ୍ଚନା କରାଯିବା ପରେ ଏକ ସାଂସ୍କୃତି ଶୋଭାଯାତ୍ରା ବାହାରିଥିଲା । ଶୋଭାଯାତ୍ରା ହାଟପଦା ପଡିଆକୁରେ ପହଞ୍ଚିବା ପରେ ଜିଲ୍ଲାପଳ ମନୀଷ ବାନାର୍ଜୀ, ଉପଜିଲ୍ଲାପାଳ ଏବଂ ଏଡିଏମ ମଧ୍ୟ ଉକ୍ତ ସ୍ଥାନରେ ପହଞ୍ଚିଥିଲେ । ସେଠାରେ ପୂଜର୍ଚ୍ଚନା କରାଯିବ ପରେ ବରଗଡ଼ ଜିଲ୍ଲାପାଳଙ୍କ ଦ୍ୱାରା ଶୁଭସ୍ତମ୍ଭ ସ୍ଥାପନ କରାଯାଇଥିଲା । ବରଗଡ଼ର ୭୬ ତମ ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା ଆସନ୍ତା ମାସ ଅର୍ଥାତ୍ ଜାନୁଆରୀ ୧୫ରୁ ଆରମ୍ଭ ହୋଇ ୨୫ ତାରିଖରେ ଶେଷ ହେବ ।
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ












Click it and Unblock the Notifications