ହୋଲିରେ ଅଘଟଣ ରୋକିବାକୁ ଅଗ୍ନିଶମ ବାହିନୀ ପକ୍ଷରୁ ପ୍ରସ୍ତୁତି; ମୁତୟନ ହେବେ ଅଗ୍ନିଶମ ବାହିନୀ
ହୋଲିରେ ଅଘଟଣ ରୋକିବାକୁ ଅଗ୍ନିଶମ ବାହିନୀ ପକ୍ଷରୁ ପ୍ରସ୍ତୁତି । ଭୁବନେଶ୍ୱର ଉପକଣ୍ଠ ନଦୀ, କେନାଲରେ ମୁତୟନ ହେବେ କର୍ମଚାରୀ । ୫ଟି ସ୍ଥାନରେ ଲାଇଫ ଗାର୍ଡ, ଜ୍ୟାକେଟ, ରବର ବୋଟ ଆଦି ରହିବ । କୁଆଖାଇ, ଦୟା ନଦୀ ଓ ପୁରୀ କେନାଲ ଆଦିରେ ମୁତୟନ ହେବେ ଅଗ୍ନିଶମ ବାହିନୀ ।
ପ୍ରତି ତୁଠରେ ୬ ଜଣ ରେସକ୍ୟୁ ଟିମ୍ ରଖିବାକୁ ବିଭାଗର ନିଷ୍ପତ୍ତି ହୋଇଛି । ନିଶାସକ୍ତ ଅବସ୍ଥାରେ ପାଣିକୁ ଯିବା ମନା ହୋଇଛି ଚୋରା ବାଲି ପ୍ରତି ସତର୍କ ନିର୍ଦ୍ଦେଶ ଜାରି ହୋଇଛି ।

ବିଶେଷକରି ୫ଟି ସ୍ଥାନକୁ ଚିହ୍ନଟ କରାଯାଇଛି । କୁଆଖାଇ, ଦୟା, ପୁରୀ କେନାଲ ଓ ବାଲିପାଟଣା ସାଇପନ ପାଇଁ ଅଗ୍ନିଶମ ବିଭାଗ ପ୍ରସ୍ତୁତ ରହିଛି। ଏହାସହିତ ଏମେର୍ଜେନ୍ସି ପାଇଁ ମଧ୍ୟ ଟିମ ପ୍ରସ୍ତୁତ ରହିଛି । ଲାଇଫ ବ୍ୟୟ, ଲାଇଫ ଜ୍ୟାକେଟ, ମେସିନ ରବର ବୋଟ, ରେସକ୍ୟୁ ଲାଇନ, ଅଣ୍ଡର ୱାଟର ବିଏ ସେଟ ଇତ୍ୟାଦି ପ୍ରସ୍ତୁତ ରଖାଯାଇଛି। ଏନେଇ ଡେପୁଟି ଫାୟାର ଅଫିସର ଅବନୀ କୁମାର ସ୍ୱାଇଁ ସୂଚନା ଦେଇଛି ।
More From
-
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ଆସିଲା ଗ୍ରୀଷ୍ମ ଋତୁ, ଏହି ସବୁ ସମସ୍ୟା ଥିଲେ ଭୁଲରେ ବି ଖାଆନ୍ତୁ ନାହିଁ ତରଭୁଜ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ମାର୍ଚ୍ଚ ୨୮ରୁ ଆଇପିଏଲ ଆରମ୍ଭ -
କେଜରିୱାଲଙ୍କ ସହ ଅନ୍ୟ ୨୩ ଜଣଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ -
ଭାରତରେ ମହିଳା କଣ୍ଠଶିଳ୍ପୀଙ୍କ ଗୀତ ଖୁବ୍ କମ୍ ଦେଖିବାକୁ ମିଳିଥାଏ ,ଜାଣନ୍ତୁ କାହିଁକି ଏମିତି କହିଲେ ଲୋକପ୍ରିୟ କଣ୍ଠଶିଳ୍ପୀ ଶ୍ର











Click it and Unblock the Notifications