ଉତ୍ତମ ମହାନ୍ତିଙ୍କ ବିୟୋଗରେ ରାଷ୍ଟ୍ରପତିଙ୍କ ଶୋକ ପ୍ରକାଶ, କହିଲେ ଅପୂରଣୀୟ କ୍ଷତି

Uttam Mohanty Death: ଓଲିଉଡ ଜଗତରେ ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତିଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି । ଉତ୍ତମାଙ୍କ ବିୟୋଗକୁ ଅପୂରଣୀୟ କ୍ଷତି ବୋଲି କହିଛନ୍ତି ରାଷ୍ଟ୍ରପତି । ନାୟକ ଭୂମିକାରେ ଅସଂଖ୍ୟ ଦର୍ଶକଙ୍କ ହୃଦୟ ଜୟ କରିଥିଲେ ଉତ୍ତମ । ଓଡ଼ିଆ ସିନେମା ଇଣ୍ତଷ୍ଟ୍ରୀର ବିକାଶ ପାଇଁ ଉତ୍ତମାଙ୍କ ଅବଦାନ ସର୍ବଦା ସ୍ମରଣୀୟ ରହିବ । ତାଙ୍କ ବିୟୋଗରେ ଓଡ଼ିଆ ଚଳଚ୍ଚିତ୍ର ଜଗତର ଅପୂରଣୀୟ କ୍ଷତି ବୋଲି କହିଲେ ରାଷ୍ଟ୍ରପତି ।

Uttam Mohanty

ଗୁରୁବାର ରାତିରେ ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି ଦିଲ୍ଲୀସ୍ଥିତ ମେଦାନ୍ତ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଉତ୍ତମାଙ୍କ ବିୟୋଗରେ ସାରା ରାଜ୍ୟରେ ଶୋକର ଛାୟା ଖେଳିଯାଇଛି । ସେ ଲିଭର ସିରୋସିସ ରୋଗରେ ପୀଡିତ ଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୬୬ବର୍ଷ ବୟସ ହୋଇଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+