ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍ ହରିଶ ଟଣ୍ଡନଙ୍କୁ ନିଯୁକ୍ତି ଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ବିଚାରପତି ହରିଶ ଟଣ୍ଡନଙ୍କୁ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ଭାବରେ ଶୁକ୍ରବାର ନିଯୁକ୍ତ କରାଯାଇଛି। ଏନେଇ ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ସେ ବର୍ତ୍ତମାନ କଲିକତା ହାଇକୋର୍ଟର ବିଚାରପତି ଅଛନ୍ତି।

f Odisha High Court

ସୁପ୍ରିମକୋର୍ଟ କଲେଜିୟମ ଚଳିତ ମାସର ଆରମ୍ଭରେ ଜଷ୍ଟିସ ଟଣ୍ଡନଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବରେ ପଦୋନ୍ନତି ଦେବାକୁ ସୁପାରିଶ କରିଥିଲେ।

ଜଷ୍ଟିସ ଚକ୍ରଧାରୀ ଶରଣ ସିଂହଙ୍କ ଅବସର ପରେ ଜାନୁଆରୀରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କ ପଦବୀ ଖାଲି ପଡ଼ିଥିଲା। ଜଷ୍ଟିସ ଟଣ୍ଡନଙ୍କୁ ଏପ୍ରିଲ ୨୦୧୦ରେ କଲିକତା ହାଇକୋର୍ଟର ବିଚାରପତି ଭାବରେ ନିଯୁକ୍ତ କରାଯାଇଥିଲା ଏବଂ ସେବେଠାରୁ ସେ ସେଠାରେ କାର୍ଯ୍ୟ କରୁଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+