ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।ବିଧାନସଭା ଶୀତ ଅଧିବେଶନକୁ ସମ୍ବୋଧିତ କରିବେ। ବିମାନବନ୍ଦରରୁ ରାଜଭବନ ଅଭିମୁଖେ ଗଲା କାରକେଡ୍ । ବିଧାନସଭା ଶୀତ ଅଧିବେଶନକୁ ସମ୍ବୋଧିତ nbsp;କରିବେ nbsp;।