ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ଆସି ପହଞ୍ଚିଲେ।ଏହା ପରେ ରାଷ୍ଟ୍ରପତି ହେଲିକପ୍ଟର ଯୋଗେ ନୟାଗଡ଼ ଅଭିମୁଖେ ଯାଇଛନ୍ତି। ସେଠାରେ ରାଷ୍ଟ୍ରପତି ପହଞ୍ଚିବା ପରେ ନୟାଗଡ଼ର କାଳିଆପଲ୍ଲୀରେ ବିଶ୍ବାବସୁ ସମ୍ପ୍ରଦାୟର ଯଜ୍ଞରେ ଯୋଗ ଦେବେ।













Click it and Unblock the Notifications