ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ,ସ୍ବାଗତ କଲେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଦିନିଆ ଓଡ଼ିଶା ଗସ୍ତରେ ଆସି ପହଞ୍ଚିଛନ୍ତି। ସେ ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି।

ମହାମହିମଙ୍କ ସ୍ବାଗତ ପାଇଁ ରାଜ୍ୟପାଳ ହରିବାବୁ କମ୍ଭବପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବିଜେପିର ବରିଷ୍ଠ ନେତା ଏବଂ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀ ବିମାନ ବନ୍ଦରରେ ପହଞ୍ଚି ଥିଲେ। ମହାମହିମ ଆଜି ଲୋକଭବନରେ ରାତ୍ରିଯାପନ କରିବେ।
More From
-
APSEZ ର ବଡ଼ ସଫଳତା: 500 ମିଲିୟନ୍ ଟନ୍ କାର୍ଗୋ ହ୍ୟାଣ୍ଡଲିଂ ସୀମା ଅତିକ୍ରମ -
ବଡ ନିଷ୍ପତ୍ତି: ଜୁନ୍ ପର୍ଯ୍ୟନ୍ତ ଏସବୁ ଉତ୍ପାଦ ଉପରେ କଷ୍ଟମ୍ ଶୁଳ୍କ ଛାଡ଼ -
IPL-2026 : କୋଲକାତାକୁ ଭେଟିବ ହାଇଦ୍ରାବାଦ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଉଭୟ ଟିମ୍ -
Adani Green Energy ର ବଡ଼ ସଫଳତା: FY26ରେ 5GW କ୍ଷମତା ସହ ବିଶ୍ୱରେ ନୂଆ ରେକର୍ଡ -
ଭୁବନେଶ୍ୱରରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ







Click it and Unblock the Notifications