ଓଡ଼ିଶା ବିଧାନସଭାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ...
ବିଧାନସଭାରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଜଭବନରୁ ବାହାରି ସିଧାସଳଖ ବିଧାନସଭାରେ ପହଞ୍ଚିଛନ୍ତି। ସେଠାରେ ମହାମହିମଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ମନ୍ତ୍ରୀ ପରିଷଦର ସଦସ୍ୟମାନେ ସ୍ଵାଗତ କରିଛନ୍ତି।

ବର୍ତ୍ତମାନର ବିଧାୟକ ଏବଂ କିଛି ପୂର୍ବତନ ବିଧାୟକମାନେ ମଧ୍ୟ ଉପସ୍ଥିତ ରହିଛନ୍ତି। ପ୍ରଥମଥର ପାଇଁ ଓଡିଶା ବିଧାନସଭାରେ ରାଷ୍ଟ୍ରପତି ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି।












Click it and Unblock the Notifications