President Odisha Visit Live Updates: ଓଡ଼ିଶା ଗସ୍ତ ପରେ ନୂଆଦିଲ୍ଲୀରେ ପହଁଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଓଡ଼ିଶା ଗସ୍ତ ପରେ ନୂଆଦିଲ୍ଲୀରେ ପହଁଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ୱର: ଓଡ଼ିଶାରେ ମହାମହିମ ରାଷ୍ଟ୍ରପତି । ରାଷ୍ଟ୍ରପତି ହେବା ପରେ ଦ୍ରୌପଦୀ ମୁର୍ମୁଙ୍କର ଏହା ପ୍ରଥମ ଓଡ଼ିଶା ଗସ୍ତ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 2 ଦିନିଆ ଓଡ଼ିଶା ଗସ୍ତରେ ଅଛନ୍ତି । ରାଷ୍ଟ୍ରପତିଙ୍କ ସୁରକ୍ଷା ପାଇଁ ୫୫ ପ୍ଲାଟୁନ୍ ପୋଲିସ ମୁତୟନ କରାଯାଇଛି ଏହା ସହ ୩୦୦ ବରିଷ୍ଠ ପୋଲିସ ଅଧିକାରୀ ଦାୟିତ୍ୱରେ ରହିଛନ୍ତି । ତେବେ ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତର ଟିକିନିକି ଲାଇଭ୍ ଅପଡେଟ୍ ପାଇଁ ଦେଖୁଥାନ୍ତୁ 'ୱାନଇଣ୍ଡିଆ ଓଡିଆ'...

READ MORE












Click it and Unblock the Notifications