ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୪ରେ କଣ୍ଟିଲୋ ନୀଳମାଧବଙ୍କୁ କରିବେ ଦର୍ଶନ

ଆସନ୍ତା ୨୪ ତାରିଖରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସୂଚନା ଅନୁସାରେ ୨୪ ତାରିଖ ଅପରାହ୍ନ ୧ଟା ୩୦ ରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ ରାଷ୍ଟ୍ରପତି। ପୂର୍ବ ଯୋଜନା ଅନୁସାରେ କଣ୍ଟିଲୋ ନିଳମାଧବଙ୍କୁ ଦର୍ଶନ କରିବେ। ଏ ସମ୍ପର୍କରେ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ଯୁବମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡା। ଏହି ଦର୍ଶନ ପରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ସନ୍ଧ୍ୟାରେ ଭୁବନେଶ୍ବର ଫେରିବେ। ୨୫ ତାରିଖରେ ରେଭେନ୍ସା ବିଶ୍ବବିଦ୍ୟାଳୟରେ ଆୟୋଜିତ ହେବାକୁ ଥିବା ଦୀକ୍ଷାନ୍ତ ସମାରୋହରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେବେ। ଏହାପରେ କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇ ସନ୍ଧ୍ୟାରେ ଦିଲ୍ଲୀ ଫେରିବେ।

President Draupadi Murmu

ବ୍ୟବସ୍ଥା, ଅସ୍ଥାୟୀ ରହଣି ଓ ଅନ୍ୟାନ୍ୟ ଆନୁଷଙ୍ଗିକ ବ୍ୟବସ୍ଥାକୁ ଠିକ ଭାବରେ କରିବାକୁ ଜିଲ୍ଲାପାଳ, ଏସପି କଣ୍ଟିଲୋ ନୀଳମାଧବଙ୍କ ମନ୍ଦିରକୁ ଯାଇ ତଦାରଖ କରିଛନ୍ତି। କଣ୍ଟିଲୋ ପଲଟନ୍ ପଡିଆରେ ରାଷ୍ଟ୍ରପତିଙ୍କ ହେଲିକପ୍ଟର ଅବତରଣ କଟିବ। ଏହାପରେ ସେ ନୀଳମାଧବଙ୍କ ଦର୍ଶନ ପାଇଁ ଯିବେ। ୨୫ ତାରିଖରେ ରେଭେନ୍ସା ମହାବିଦ୍ୟାଳୟ ଦୀକ୍ଷାନ୍ତ ସମାରୋହରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେବା ପରେ କଟକର ଅନେକ କାର୍ଯ୍ୟକ୍ରମରେ ଯୋଗଦେଇ ସନ୍ଧ୍ୟାରେ ଦିଲ୍ଲୀ ଫେରିବେ।ଆସନ୍ତା ୨୪ ତାରିଖରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସୂଚନା ଅନୁସାରେ ୨୪ ତାରିଖ ଅପରାହ୍ନ ୧ଟା ୩୦ ରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ ରାଷ୍ଟ୍ରପତି। ପୂର୍ବ ଯୋଜନା ଅନୁସାରେ କଣ୍ଟିଲୋ ନିଳମାଧବଙ୍କୁ ଦର୍ଶନ କରିବେ। ଏ ସମ୍ପର୍କରେ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ଯୁବମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡା। ଏହି ଦର୍ଶନ ପରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ସନ୍ଧ୍ୟାରେ ଭୁବନେଶ୍ବର ଫେରିବେ। ୨୫ ତାରିଖରେ ରେଭେନ୍ସା ବିଶ୍ବବିଦ୍ୟାଳୟରେ ଆୟୋଜିତ ହେବାକୁ ଥିବା ଦୀକ୍ଷାନ୍ତ ସମାରୋହରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେବେ। ଏହାପରେ କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇ ସନ୍ଧ୍ୟାରେ ଦିଲ୍ଲୀ ଫେରିବେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+