ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତର ବିବରଣୀ, ଜାଣନ୍ତୁ କେଉଁ ଦିନ କେଉଁ ସ୍ଥାନକୁ କେତବେଳେ ଯିବେ ?

ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କର ଆସନ୍ତା ମାର୍ଚ୍ଚ ୨୪ ଓ ୨୫ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ । ରାଷ୍ଟ୍ରପତି ମାର୍ଚ୍ଚ ୨୪ ତାରିଖ ଦିନ ୧୨.୩୦ ରେ ବାୟୁସେବା ବିମାନ ଯୋଗେ ସ୍ୱାମୀ ବିବେକାନନ୍ଦ ବିମାନ ବନ୍ଦର, ରାୟପୁର, ଛତିଶଗଡ଼ରୁ ବାହାରି ଦିନ ୧.୩୦ ମିନିଟରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଁଚିବେ।

ସେଠାରୁ ସେ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ନୟାଗଡ଼ ଜିଲ୍ଲା କଣ୍ଟିଲୋ ନୀଳମାଧବ ମନ୍ଦିର ନିକଟସ୍ଥ ହେଲିପ୍ୟାଡରେ ଅବତରଣ କରି ସଡ଼କ ପଥରେ କଣ୍ଟିଲୋ ସ୍ଥିତ ଅତିଥି ଭବନରେ ସାମୟିକ ବିଶ୍ରାମ କରିବେ।

President draupadi murmu

ପ୍ରଭୁ ନୀଳମାଧବଙ୍କ ଦର୍ଶନ କରିବେ ରାଷ୍ଟ୍ରପତି

ଅପରାହ୍ଣ ୩.୦୫ ମି.ସମୟରେ ପ୍ରଭୁ ନୀଳମାଧବ ମନ୍ଦିର ଦର୍ଶନ କରି ପୂଜାର୍ଚ୍ଚନା କରିବେ। ରାଷ୍ଟ୍ରପତି ମାର୍ଚ୍ଚ ୨୪ ତାରିଖ ଅପରାହ୍ନ ସାଢେ ୧୨ରେ ବାୟୁସେବା ବିମାନ ଯୋଗେ ସ୍ୱାମୀ ବିବେକାନନ୍ଦ ବିମାନ ବନ୍ଦର, ରାୟପୁର, ଛତିଶଗଡ଼ରୁ ବାହାରି ଅପରାହ୍ନ ସାଢେ ୧ଟାରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିବେ । ସେଠାରୁ ସେ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ନୟାଗଡ଼ ଜିଲ୍ଲା କଣ୍ଟିଲୋ ନୀଳମାଧବ ମନ୍ଦିର ନିକଟସ୍ଥ ହେଲିପ୍ୟାଡରେ ଅବତରଣ କରିବେ ।

ଭାରତୀୟ ବିଶ୍ୱାବସୁ ସମାଜ ଫାଉଣ୍ଡେସନର ପ୍ରତିଷ୍ଠା ଦିବସରେ ଯୋଗଦେବେ:

ରାଷ୍ଟ୍ରପତି ୨୪ ତାରିଖ ଅପରାହ୍ନ ୩.୩୫ ମିନିଟ ସମୟରେ ନୟାଗଡ଼ କାଳିଆପଲ୍ଲୀରେ ଭାରତୀୟ ବିଶ୍ୱାବସୁ ସମାଜ ଫାଉଣ୍ଡେସନର ପ୍ରତିଷ୍ଠା ଦିବସ ଉତ୍ସବରେ ମୁଖ୍ୟ ଅତିଥିଭାବେ ଯୋଗ ଦେବେ । ପରଦିନ ୨୫ ତାରିଖ ସକାଳେ ବାୟୁସେବା ବିମାନ ଯୋଗେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ।

:

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+