୧୪ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
୧୪ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୧୪ରେ ଭୁବନେଶ୍ୱର ଏମ୍ସ ସମାବର୍ତ୍ତନ ।ଉତ୍ସବରେ ଯୋଗ ଦେବେ ୧୫ରେ କଟକର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ ରାଷ୍ଟ୍ରପତି। କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ । ରେଭେନ୍ସା ବାଳିକା ବିଦ୍ୟାଳୟର କରିବେ ଶିଳାନ୍ୟାସ।













Click it and Unblock the Notifications