Get Updates
Get notified of breaking news, exclusive insights, and must-see stories!

ଡିସେମ୍ବର ୪ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି

President Droupadi Murmu: ଡିସେମ୍ବର ୪ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି । ପୁରୀରେ ନୌସେନା ଦିବସ ପାଳନ ଉତ୍ସବରେ ଯୋଗ ଦେବେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ପୁରୀ ବ୍ଲୁ ଫ୍ଲାଗ ବିଚରେ ଆୟୋଜିତ କାର୍ଯ୍ୟକ୍ରମରେ ନୌସେନାର ଅପରେସନାଲ ଡେମନଷ୍ଟ୍ରେସନ ପ୍ରଦର୍ଶିତ ହେବ ।

President Droupadi Murmu

ଏଥିପାଇଁ ନୌସେନାର ପ୍ରସ୍ତୁତି ଚାଲିଛି । କାର୍ଯ୍ୟକ୍ରମକୁ ସୁରୁଖୁରୁରେ ସମାପନ ପାଇଁ ଭାରତୀୟ ନୌସେନା, ଓଡ଼ିଶା ସରକାର ତଥା ସ୍ଥାନୀୟ କର୍ତ୍ତପକ୍ଷ ମିଳିତ ଭାବେ କାର୍ଯ୍ୟ କରୁଛନ୍ତି । ସମୁଦ୍ର କୂଳରୁ ଲାଇଭ ପ୍ରଦର୍ଶନକୁ ଦେଖିବା ପାଇଁ ଦର୍ଶକ ଓ ପର୍ଯ୍ୟଟଙ୍କ ପାଇଁ ବସିବାର ବ୍ୟବସ୍ଥା କରାଯାଇଛି ।

କାର୍ଯ୍ୟକ୍ରମକୁ ଜାତୀୟ ଟେଲିଭିଜନରେ ସିଧା ପ୍ରସାରଣ କରାଯିବା ସହ ଭାରତୀୟ ନୌସେନାର ୟୁଟ୍ୟୁବରେ ମଧ୍ୟ ପ୍ରସାରଣ କରାଯିବ । ୨୦୨୨ ଡିସେମ୍ବର ୪ ତାରିଖରେ ବିଶାଖାପାଟଣାରେ ନୌସେନା ଦିବସରେ ବି ରାଷ୍ଟ୍ରପତି ମୁଖ୍ୟ ଅତିଥୀ ଭାବେ ଯୋଗ ଦେଇଥିଲେ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+