ସଭାପତି ମନମୋହନ ସାମଲଙ୍କ ବଡ଼ ଘୋଷଣା, ଖୁବ୍ ଶୀଘ୍ର ମନ୍ତ୍ରିମଣ୍ଡଳ ସଂପ୍ରସାରଣ

ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ବଡ଼ ଘୋଷଣା । ପ୍ରଭୁ ଲିଙ୍ଗରାଜ ମନ୍ଦିରରେ ଆଶିଷ ନେଲା ବେଳେ ଦେଲେ ସୂଚନା। ରାଜ୍ୟ ମନ୍ତ୍ରିମଣ୍ଡଳରେ ୬ଟି ପଦ ଖାଲି ଅଛି, ଶୀଘ୍ର ସଂପ୍ରସାରଣ ହେବ । ଖୁବ ଶୀଘ୍ର ବୋର୍ଡ ନିଗମ ଅଧ୍ୟକ୍ଷ ନିଯୁକ୍ତି ପ୍ରକ୍ରିୟା ହେବ ସେ ଆଜି କହିଛନ୍ତି ।

Manmohan samal
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+