ବିଧାନସଭା ଶୀତ ଅଧିବେଶନକୁ ଆସିପାରନ୍ତି ରାଷ୍ଟ୍ରପତି, ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ
ଧାନସଭା ଶୀତ ଅଧିବେଶନକୁ ଆସିପାରନ୍ତି ରାଷ୍ଟ୍ରପତି । ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତାବ ଦିଆଯାଇଥିଲା' । ପୂରା କାର୍ଯ୍ୟକ୍ରମ ଆସିନାହିଁ, ଆସିବାର ସମ୍ଭାବନା ରହିଛି ।













Click it and Unblock the Notifications