ଜନତା ମଇଦାନରେ ପହଞ୍ଚିଲେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ । ପ୍ରବାସୀଙ୍କୁ ମାନପତ୍ର ଦେଇ ସମ୍ୱର୍ଦ୍ଧିତ କରିବେ ମହାମହିମ ।