Get Updates
Get notified of breaking news, exclusive insights, and must-see stories!

୩ରେ ବାଲେଶ୍ବର ଆସିବେ ରାଷ୍ଟ୍ରପତି, ଫକୀରମୋହନ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଦେବେ ଯୋଗ

ଫ୍ରେବୃଆରୀ ପ୍ରଥମ ସପ୍ତାହରେ ଓଡ଼ିଶା ଆସିବେ ରଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଫେବ୍ରୁଆରି ୨ ତାରିଖରୁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି । ୨ତାରିଖରେ ଭୁବନେଶ୍ବରରେ ପହଞ୍ଚି ରାଜଭବନାର ରାତ୍ରୀଯାପନ କରିବେ, ଏହାପରେ ୩ରେ ଫକୀରମୋହନ ୟୁନିଭର୍ସିଟି ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ । ୪ ତାରିଖରେ ଯାଜପୁରରେ ମା' ବିରଜାଙ୍କ ଦର୍ଶନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଶେଷରେ ୫ ଓ ୬ ତାରିଖରେ ମୟୂରଭଞ୍ଜ ଜିଲ୍ଲାରେ ଏକାଧିକ କାର‌୍ୟ୍ୟକ୍ରମ ରହିଛି ରାଷ୍ଟ୍ରପତିଙ୍କର । ଏସବୁ କାର୍ଯ୍ୟ ପାଇଁ ୫ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ ଦ୍ରୌପଦୀ ମୁର୍ମୁ ।

President
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+