ଆସନ୍ତାକାଲି ସମ୍ବଲପୁର ଗସ୍ତରେ ଯିବେ ରାଷ୍ଟ୍ରପତି, ଭିସୁଟ୍ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ

ସମ୍ବଲପୁର: ଓଡ଼ିଶାରେ ମହାମହିମ ରାଷ୍ଟ୍ରପତି । ଆସନ୍ତାକାଲି ୨ ଦିନିଆ ସମ୍ବଲପୁପ ଗସ୍ତ କରିବେ ରାଷ୍ଟ୍ରପତି । ଏହି ସମୟରେ ରାଷ୍ଟ୍ରପତି ସମ୍ବଲପୁର ଅଧିଷ୍ଠାତ୍ରୀ ଦେବୀ ମାଆ ସମଲେଇଙ୍କ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି, ଯେଉଁଥି ପାଇଁ ୪ ଘଣ୍ଟା ଧରି ଯଥା ମଧ୍ୟାହ୍ନ ୨ଟାରୁ ସନ୍ଧ୍ୟା ୬.୩୦ ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ମନ୍ଦିର ଟ୍ରଷ୍ଟ ବୋର୍ଡ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି ।

President Droupadi Murmu


ସେହିପରି ମଙ୍ଗଳବାର ଦିନ ଅପରାହ୍ନ ୪.୩୦ ରୁ ୫.୩୦ ମଧ୍ୟରେ ରାଷ୍ଟ୍ରପତି ସମ୍ବଲପୁର ବୁର୍ଲା ବୀର ସୁରେନ୍ଦ୍ରସାହ ବୈଷୟିକ ବିଶ୍ୱବିଦ୍ୟାଳର ୧୫ତମ ସମାବର୍ତ୍ତନ ସମାରୋହକୁ ସମ୍ବୋଧିତ କରିବେ । ଏହା ପୂର୍ବରୁ ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏ, ସ୍ୱଭାବ କବି ଗଙ୍ଗାଧର ମେହରଙ୍କ ପ୍ରତିମୂର୍ତ୍ତି ଶ୍ରଦ୍ଧାଞ୍ଜଳି ଦେବେ । ସନ୍ଧ୍ୟା ୫ଟା ୪୫ ରେ ରାଷ୍ଟ୍ରପତି ସମଲେଶ୍ୱରୀ ମନ୍ଦିରରେ ପୂଜାର୍ଚ୍ଚନା କରିବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+