ପ୍ରିଜାଇଡିଂ ଅଫିସର୍‌ ସସ୍‌ପେଣ୍ଡ, ପ୍ରେସମିଟ୍‌ରେ ସୂଚନା ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

ପ୍ରିଜାଇଡିଂ ଅଫିସର୍‌ ସସ୍‌ପେଣ୍ଡ। ପ୍ରେସମିଟ୍‌ରେ ସୂଚନା ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ । କୁଳିଆବନ୍ଧ ୩୬ ନଂ ବୁଥ୍‌ର ଧନଞ୍ଜୟ ମଲ୍ଲିକ ସସ୍‌ପେଣ୍ଡ ହୋଇଛନ୍ତି । ସସ୍‌ପେଣ୍ଡ ପରେ ବିଭାଗ ଦ୍ବାରା ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ହେବ ।
ଭୋଟ୍‌ର ଗୋପନୀୟତା ଉଲ୍ଲଙ୍ଘନ କରିଥିବାରୁ କାର୍ଯ୍ୟାନୁଷ୍ଠାନ ।ଶାନ୍ତିଶୃଙ୍ଖଳାର ସହ ଭୋଟିଂ ଚାଲିଛି, ସିସିଟିଭିରେ ମନିଟର କରୁଛୁ । ଲୋକଙ୍କ ନିକଟରୁ ଏଯାବତ୍ କୌଣସି ଅଭିଯୋଗ ଆସିନି ।

Presiding Officer suspended

ସୁରୁଖୁରୁରେ ଭୋଟିଂ ଚାଲିଥିବାବେଳେ ସକାଳ ୯ଟା ସୁଦ୍ଧା ନୂଆପଡାରେ ୧୪.୯୯ ପ୍ରତିଶତ ମତଦାନ ହୋଇଛି। ଅବାଧ ଓ ଶାନ୍ତିଶୃଙ୍ଖଳାର ସହ ନିର୍ବାଚନ କରିବାକୁ ପ୍ରଶାସନ ଓ ପୁଲିସ ତତ୍ପର । ଆଇନଶୃଙ୍ଖଳା ନିୟନ୍ତ୍ରଣ ପାଇଁ କେନ୍ଦ୍ରୀୟ ସୁରକ୍ଷାବଳ, ରାଜ୍ୟ ସଶସ୍ତ୍ର ବାହିନୀ ଓ ପୁଲିସ ଅଧିକାରୀଙ୍କୁ ଗୁରୁଦାୟିତ୍ବ ଦିଆଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+