କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବିତ ହେଲେ ପ୍ରିଜାଇଡିଂ
କଟକ ଜିଲା ନିଆଳି ନିର୍ବାଚନ ମଣ୍ଡଳୀରେ ୭୫ନଂ ବୁଥ୍ରେ ନିୟୋଜିତ ପ୍ରିଜାଇଡିଂ ଅଧିକାରୀ ନିଲମ୍ବିତ ହୋଇଛନ୍ତି।

କଟକ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଅରିନ୍ଦମ ଡାକୁଆ ପ୍ରିଜାଇଡିଂ ଅଫିସର ଭାବେ ନିୟୋଜିତ ଥିବା କଟକର ହରେକୃଷ୍ଣ ମହତାବ ଆଦର୍ଶ ସଂସ୍କୃତ ମହାବିଦ୍ୟାଳୟର ଅଧ୍ୟାପକ ଲକ୍ଷ୍ମୀ ନାରାୟଣ ଦାଶଙ୍କୁ ନିର୍ବାଚନ କାର୍ଯ୍ୟରେ ଅବହେଳା କରିଥିବାରୁ ତାଙ୍କୁ ନିଲମ୍ବନ ନିର୍ଦ୍ଦେଶ ଦେଇଛନ୍ତି।












Click it and Unblock the Notifications