ଜାନୁଆରୀ ୨୮ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର: ଚାଳିତମାସରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମରେ ଯୋଗ ଦେବାକୁ ପ୍ରଧାନମନ୍ତ୍ରୀ ଓଡିଶା ଆସିବେ। ପ୍ରଧାନମନ୍ତ୍ରୀ ପୂର୍ବାହ୍ନ ୧୦ଟା ୩୫ ମିନିଟରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ।

pm modi

ସେଠାରୁ ବାହାରି ୧୦ଟା ୫୫ ମିନିଟରେ ଜନତା ମୈଦାନରେ ପହଞ୍ଚିବେ। ଦିନ ୧୧ଟାରୁ ୧୨ଟା ୩୦ ଯାଏଁ ଉତ୍କର୍ଷ ଓଡ଼ିଶା କନକ୍ଲେଭରେ ଉପସ୍ଥିତ ରହିବେ ମୋଦି। ଏହାପରେ ଦିନ ୧୨ଟା ୩୫ରେ ସଭାସ୍ଥଳରୁ ବିମାନବନ୍ଦର ଅଭିମୁଖେ ବାହାରିବେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+