Get Updates
Get notified of breaking news, exclusive insights, and must-see stories!

ଜାନୁଆରୀରେ ୨ ଥର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି, ଏହି କାର୍ଯ୍ୟରେ ଦେବେ ଯୋଗ

Prime Minister Modi: ଜାନୁଆରୀରେ ପୁଣି ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଜାନୁଆରୀରେ ୨ ଥର ଓଡ଼ିଶା ଆସିବେ ମୋଦି ଏହି ସମୟରେ ପ୍ରବାସୀ ଭାରତୀୟ ଦିବସ ଓ ଉତ୍କର୍ଷ ଓଡ଼ିଶା କନକ୍ଲେଭରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ । ଜାନୁଆରୀ ୮,୯ ଓ ୧୦ରେ ରାଜ୍ୟର ରାଜଧାନୀ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଯାଉଛି ପ୍ରବାସୀ ଭାରତୀୟ ଦିବସ ।

Prime Minister Modi

ଏହାପରେ ଜାନୁଆରୀ ୨୮ ଓ ୨୯ରେ ଭୁବନେଶ୍ୱରରେ ଉତ୍ସର୍ଷ ଓଡ଼ିଶା କନକ୍ଲେଭ୍ ଅନୁଷ୍ଠିତ ହେବ ଏହି କାର୍ଯ୍ୟକ୍ରମରେ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏନେଇ କଟକରେ ଆୟୋଜିତ ରାଜ୍ୟ ପୋଲିସ୍‌ ହାବିଲଦାର କନଷ୍ଟେବଳ ସିପାହୀ ମହାସଂଘ ବାର୍ଷିକ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସୂଚନା ଦେଇଛନ୍ତି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+