ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଅମିତ ଶାହା; ଡିଜିପି ସମ୍ମିଳନୀରେ ଦେବେ ଯୋଗ

ଆସନ୍ତା ୨୯ ତାରିଖରେ ପ୍ରଥମ ଥର ଭୁବନେଶ୍ବରରେ ଅନୁଷ୍ଠିତ ହେବ ଡିଜିପି ସମ୍ମିଳନୀ। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଯୋଗଦେବେ । ୨୯ରୁ ୧ ତାରିଖ ପର୍ୟ୍ୟନ୍ତ ୩ଦିନ ଧରି ଏହି ସମ୍ମିଳନୀ ଅନୁଷ୍ଠିତ ହେବ । ରାଜ୍ୟଗୁଡ଼ିକର ସୁରକ୍ଷା ବ୍ୟବସ୍ଥାକୁ ନେଇ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯିବ ।

narendramodi

ମାଓ ଦମନ, ଅପରାଧ ନିୟନ୍ତ୍ରଣ, ଭିତ୍ତିଭୂମି ବିକାଶ, ମାନବସମ୍ବଳ, ନୂଆ ଜ୍ଞାନକୌଶଳର ଉପଯୋଗକୁ ଗୁରୁତ୍ବ ଦିଆଯିବ । ଏହି ସମୟରେ ପ୍ରଧାନମନ୍ତ୍ରୀ ଓ ଗୃହମନ୍ତ୍ରୀଙ୍କର ରହଣି କାର୍ଯ୍ୟକ୍ରମ ରହିଛି । କେଉଁ ସ୍ଥାନରେ କାର୍ଯ୍ୟକ୍ରମ ହେବ ସେନେଇ କୌଣସି ନିର୍ଦ୍ଦିଷ୍ଟ ସୂଚନା ଦିଆଯାଇ ନାହିଁ । ଲୋକସେବା ଭବନ କନ୍‌ଭେନସନ୍‌ ସେଣ୍ଟର୍‌ରେ କାର୍ଯ୍ୟକ୍ରମ ହେବା ନେଇ ଯୋଜନା ଚାଲିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+