ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଭୁବନେଶ୍ୱର: ଭୁବନେଶ୍ୱରରେ ପହଂଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଆଉ ଭୁବନେଶ୍ୱର ବିମାନବନ୍ଦରରୁ ସେ ସିଧା ବିଜେପି ରାଜ୍ୟ କାର୍ଯ୍ୟାଳୟକୁ ଯିବେ । ଏଥିରେ ସେ ଦଳୀୟ କର୍ମକର୍ତ୍ତାଙ୍କ ସହ ନିର୍ବାଚନକୁ ନେଇ ସମୀକ୍ଷା କରିବେ । କାର୍ଯ୍ୟାଳୟ ପରିସରରେ ସୁୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିବା ବେଳେ ରାଜ୍ୟ ବିଜେପି ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି ।

Narendra modi

ସେହିଭଳି ସୋମବାର ସକାଳେ ସେ ପୁରୀ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବେ । ଏହାପରେ ସେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ରୋଡ୍ ଶୋ' କରିବାର କାର୍ଯ୍ୟକ୍ରମ ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+