ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ: ଉତ୍କର୍ଷ ଓଡିଶା କାର୍ଯ୍ୟକ୍ରମରେ ଦେବେ ଯୋଗ

ଓଡିଶାଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ମଙ୍ଗଳବାର ପୂର୍ବାହ୍ନରେ ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ଆସି ପହଞ୍ଚି ସାରିଛନ୍ତି। ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ବିମାନବନ୍ଦରରେ ପହଞ୍ଚିବା ପରେ ଜନତା ମଇଦାନ ଅଭିମୁଖେ ପ୍ରଧାନମନ୍ତ୍ରୀ ଗସ୍ତ କରିବେ। ଜନତା ମଇଦାନରେ ଆୟୋଜିତ ହେଉଥିବା ଉତ୍କର୍ଷ ଓଡିଶା କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଯୋଗ ଦେବେ।

modi

ଜନତା ମଇଦାନରେ ଜାନୁଆରୀ ୨୮ ଓ ୨୯ ଦୁଇ ଦିନ ଧରି ଉତ୍କର୍ଷ ଓଡିଶା :ମେକ ଇନ ଓଡିଶା କନକ୍ଲେଭ ୨୦୨୫ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଦେଶର ଶ୍ରେଷ୍ଠ ୫ଟି ଅର୍ଥନୀତି ରାଜ୍ୟ ମଧ୍ୟରେ ଓଡିଶାର ସ୍ଥାନ ପାଇବାର ଲକ୍ଷ୍ୟ ନେଇ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+