IIM ସମ୍ବଲପୁର ନୂଆ କ୍ୟାମ୍ପସ୍ ଲୋକାର୍ପିତ କଲେ ମୋଦି

ସମ୍ବଲପୁର : ସମ୍ବଲପୁର IIM କ୍ୟାମ୍ପସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବିଧିବଦ୍ଧ ଭୋବ ନୂଆ କ୍ୟାମ୍ପସର ଲୋକାପର୍ଣ କେଲ । ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ।

କେନ୍ଦ୍ର ମନ୍ତ୍ରୀ ଧେମର୍ନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ ଉପସ୍ଥିତ । ପ୍ରାୟ ୪୦୦ କୋଟି ଟଙ୍କା ବ୍ୟୟେର ନିର୍ମିତ ଆଇଆଇଏମ ସମ୍ବଲପୁର କ୍ୟାମ୍ପସର ଲୋକାପର୍ଣ କଲେ ପ୍ରଧାନମନ୍ତ୍ରୀ ମୋଦି ।ବିଧିବଦ୍ଧ ଭାବେ ନୂଆ କ୍ୟାମ୍ପସର ଲୋକାର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଲୋକାର୍ପଣ ଉତ୍ସବରେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ,

narendra modi inauguration iim sambalpur

ଅଶ୍ୱିନୀ ବୈଷ୍ଣବ, କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ ମଧ୍ୟ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀ ତାଙ୍କ ଅଭିଭାଷଣରେ ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞାତା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଦେଶ ପାଇଁ ନୂଆ ଦିଗ ରଖିଛନ୍ତି। ଦେଶକୁ ଆର୍ଥିକ ସଶକ୍ତ କରିବାକୁ ଲକ୍ଷ୍ୟ ରହିଛି ବୋଲି ନବୀନ କହିଛନ୍ତି। ଆହୁରି ମଧ୍ୟ କହିଛନ୍ତି ଷ୍ଟାର୍ଟଅପ ପାଇଁ ଏହା ସୁବର୍ଣ୍ଣ ସମୟ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଭେଟି ଦେବେ ୬୮ ହଜାର କୋଟିର ୧୮ଟି ପ୍ରକଳ୍ପ । ଯେଉଁଥିରେ ସମ୍ବଲପୁର ରେଳଷ୍ଟେସନର ନବୀକରଣର ଶୁଭ ଦିଆଯିବା ସହ, ଖୋର୍ଦ୍ଧା-ବଲାଙ୍ଗିର ରେଳ ଲାଇନକୁ ସୋନପୁର ଆଗକୁ ଲୋକାର୍ପିତ ହେବା ସହ ସୋନପୁରରୁ ପୁରୀକୁ ନୂଆ ଟ୍ରେନ ଚଳାଚଳର ଶୁଭାରମ୍ଭ ହେବ । ଏନଟିପିସିର ଦୁଇଟି ପ୍ରକଳ୍ପର ଲୋକାର୍ପଣ ସାଙ୍ଗକୁ ବ୍ରାହ୍ମଣୀ ନଦୀରେ ଦୁଇ ଟିକିଆ ପୋଲର ଉଦ୍ଘାଟନ, ଝାରସୁଗୁଡ଼ାର ପୁରାତନ ପୋଷ୍ଟ ଅଫିସକୁ ଐତିହ୍ୟ ପ୍ରକଳ୍ପ ଭାବେ ଲୋକାର୍ପଣର ବି କାର୍ଯ୍ୟକ୍ରମ ରହିଛି ।

ଏହା ପରେ ରେମେଡରେ ବିଶାଳ ସାଧାରଣ ସଭାରେ ଯୋଗ ଦେବେ ମୋଦୀ । ଏହି ସମାବେଶର ନାଁ ରହିଛି 'ବିଶାଳ ଗ୍ୟାରେଂଟି ସମାବେଶ' । ପଶ୍ଚିମ ଓଡିଶାର ୫ଟି ଲୋକସଭା କ୍ଷେତ୍ରରୁ ଲକ୍ଷେରୁ ଅଧିକ ଲୋକଙ୍କ ସମାଗମ ହେବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+