ଉତ୍କଳ ଦିବସ’ର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ଉତ୍କଳ ଦିବସ'ର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଦିବସ ଓଡ଼ିଶାର ସମୃଦ୍ଧ ସଂସ୍କୃତି ପ୍ରତି ଏକ ଉପଯୁକ୍ତ ସମ୍ମାନ' । ଓଡ଼ିଶାର ଇତିହାସ, ସାହିତ୍ୟ ଓ ସଂଗୀତକୁ ନେଇ ଭାରତ ଗର୍ବିତ' । 'ଓଡ଼ିଶାବାସୀ କଠିନ ପରିଶ୍ରମୀ ଏବଂ ବିଭିନ୍ନ କ୍ଷେତ୍ରରେ ଉତ୍କର୍ଷ ହାସଲ କରିଛନ୍ତି' । କେନ୍ଦ୍ର ଏବଂ ଓଡ଼ିଶା ସରକାର ରାଜ୍ୟର ପ୍ରଗତି ପାଇଁ ବ୍ୟାପକ ଭାବେ କାର୍ଯ୍ୟ କରୁଛନ୍ତି' ।













Click it and Unblock the Notifications