୩ ଦିନିଆ ଓଡିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି; ସୂଚନା ଦେଲେ ଆଇନ ମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଭୁବନେଶ୍ଵରରେ ହେବାକୁ ଥିବା ଡିଜିପି କନଫରେନ୍ସକୁ ଆସି ଓଡ଼ିଶାରେ ୩ ଦିନ ରହିବେ ପ୍ରଧାନମନ୍ତ୍ରୀ ମୋଦୀ। ଏନେଇ ସୋମବାର ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।

Narendra Modi

ସେ ୨୯ ତାରିଖରେ ଓଡ଼ିଶା ଆସି ୩୦ ଓ ୧ ତାରିଖରେ କନଫରେନ୍ସରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି। ଲୋକସେବା ଭବନ କନ୍‌ଫରେନ୍ସ ହଲରେ ନଭେମ୍ବର ୨୯ରୁ ଆରମ୍ଭ ହେବ ଏହି ୩ ଦିନିଆ କନଫରେନ୍ସ। ପ୍ରଥମ ଥର ପାଇଁ ଓଡ଼ିଶାରେ ହେବାକୁ ଯାଉଛି ସର୍ବଭାରତୀୟ ପୁଲିସ୍ ଡିଜି କନଫରେନ୍ସ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+