ପ୍ରବାସୀ ଭାରତୀୟ ଦିବସ ସମ୍ମେଳନରେ ପ୍ରଧାନମନ୍ତ୍ରୀଙ୍କ ଉଦ୍‌ବୋଧନ; ଓଡ଼ିଶାର ଐତିହ୍ୟ ସମୃଦ୍ଧିର ପ୍ରତୀକ

ଜନତା ମଇଦାନରେ ପ୍ରଧାନମନ୍ତ୍ରୀ ମୋଦି । ପ୍ରବାସୀ ଭାରତୀୟ ଦିବସ ସମ୍ମେଳନରେ ସାମିଲ୍ ହେଲେ ମୋଦି । ମଞ୍ଚରେ ପ୍ରଧାନମନ୍ତ୍ରୀଙ୍କୁ ସ୍ବାଗତ କଲେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ । ପ୍ରବାସୀ ଭାରତୀୟ ଦିବସ ସମ୍ମେଳନରେ ପ୍ରଧାନମନ୍ତ୍ରୀଙ୍କ ଉଦ୍‌ବୋଧନ। ଜଗନ୍ନାଥ ଓ ଲିଙ୍ଗରାଜଙ୍କ ଭୂମିରେ ଆପଣଙ୍କୁ ସ୍ବାଗତ।

କିଛି ଦିନ ପରେ ମହାକୁମ୍ଭ ଆରମ୍ଭ ହେବାକୁ ଯାଉଛି। ପୋଙ୍ଗଲ, ବିହୁ ମଧ୍ୟ ପାଳନ ହେବ; ସବୁଠି ଉତ୍ସବର ବାତାବରଣ । ଓଡ଼ିଶା ସମୃଦ୍ଧ ଐତିହ୍ୟର ପ୍ରତିବିମ୍ବ । ଖଣ୍ଡଗିର, ଉଦୟଗିରି, କୋଣାର୍କ ଦେଖିଲେ ଗର୍ବ ଅନୁଭବ ହୁଏ। ସମୁଦ୍ର ଯାତ୍ରା କରି ଓଡ଼ିଶାର ବଣିକମାନେ ବିଦେଶ ଯାଉଥିଲେ ।ଏହାକୁ ସ୍ମରଣ ପାଇଁ ବାଲିଯାତ୍ରା ଆୟୋଜନ ହୁଏ।

Prime Minister s Address

ଧଉଳି ଶାନ୍ତିର ପ୍ରତୀକ। ମୁଁ ଆପଣମାନଙ୍କୁ ଥ୍ୟାଙ୍କ ୟୁ କହିବାକୁ ଚାହୁଁଛି । ଆପଣଙ୍କ ପାଇଁ ବିଦେଶରେ ମୁଁ ଗର୍ବ ଅନୁଭବ କରେ । ଭାରତୀୟ ଯେଉଁଠି ଯାଆନ୍ତି ସେଠିକାର ନିୟମ ସହ ଯୋଡ଼ି ହୋଇଯାଆନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+