ପୃଥ୍ୱୀରାଜ ହରିଚନ୍ଦନଙ୍କ ବଡ ବୟାନ, କହିଲେ ଚତୁର୍ଥ ଆସନ ଆମେ ଜିତିବୁ
ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହୋଇଛି ପ୍ରକ୍ରିୟା । ରିଟଣ୍ଣିଂ ଅଫିସର ନିଯୁକ୍ତି ଲାଗି ପ୍ରସ୍ତାବ ମାଗିଛନ୍ତି ନିର୍ବାଚନ କମିଶନ । ଓଡିଶା ସମେତ ୧୦ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ନିର୍ବାଚନ କମିଶନର ଚିଠି ଲେଖିଛନ୍ତି । ଆସନ୍ତା ଏପ୍ରିଲ ମାସରେ ୧୦ ରାଜ୍ୟର ୩୭ଟି ଆସନ ଖାଲି ହେଉଛି । ଏଠି ପାଇଁ ରାଜ୍ୟସଭା ନିର୍ବାଚନ ନେଇ ବିଧିବଦ୍ଧ ଭାବେ ପ୍ରକ୍ରିୟା ଆରମ୍ଭ ହୋଇଛି ।

ସେପଟେରାଜ୍ୟସଭା ନିର୍ବାଚନ ପୂର୍ବରୁ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ବଡ ବୟାନ । ମନ୍ତ୍ରୀ କହିଛନ୍ତି ଯେ ଚତୁର୍ଥ ଆସନ ଆମେ ଜିତିବୁ । କିଏ ପ୍ରାର୍ଥୀ ହେବ ସଂସଦୀୟ ବୋର୍ଡ ନିଷ୍ପତ୍ତି ନେବ । ଜିତିବାର ରଣକୌଶଳ ଆମକୁ ଜଣା ।
More From
-
APSEZ ର ବଡ଼ ସଫଳତା: 500 ମିଲିୟନ୍ ଟନ୍ କାର୍ଗୋ ହ୍ୟାଣ୍ଡଲିଂ ସୀମା ଅତିକ୍ରମ -
ବଡ ନିଷ୍ପତ୍ତି: ଜୁନ୍ ପର୍ଯ୍ୟନ୍ତ ଏସବୁ ଉତ୍ପାଦ ଉପରେ କଷ୍ଟମ୍ ଶୁଳ୍କ ଛାଡ଼ -
IPL-2026 : କୋଲକାତାକୁ ଭେଟିବ ହାଇଦ୍ରାବାଦ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଉଭୟ ଟିମ୍ -
Adani Green Energy ର ବଡ଼ ସଫଳତା: FY26ରେ 5GW କ୍ଷମତା ସହ ବିଶ୍ୱରେ ନୂଆ ରେକର୍ଡ -
ଭୁବନେଶ୍ୱରରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ







Click it and Unblock the Notifications