Get Updates
Get notified of breaking news, exclusive insights, and must-see stories!

23 କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ସିଲ ହେଲା ଭୁବନେଶ୍ୱର ଘରୋଇ ଶିକ୍ଷାନୁଷ୍ଠାନ

ଆଜି ରାଜଧାନୀର ଏକ ଘରୋଇ ଶିକ୍ଷାନୁଷ୍ଠାନରୁ 23 କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ଏହାକୁ ସିଲ କରିଛି ବିଏମସି ।

ଭୁବନେଶ୍ୱର: ରାଜ୍ୟରେ ପୁଣି ବ୍ୟାପିବାରେ ଲାଗିଲାଣି କରୋନା । ଆଜି ରାଜଧାନୀର ଏକ ଘରୋଇ ଶିକ୍ଷାନୁଷ୍ଠାନରୁ 23 କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ଏହାକୁ ସିଲ କରିଛି ବିଏମସି ।

Corona Positive

ସମ୍ପୃକ୍ତ ଘରୋଇ ଶିକ୍ଷାନୁଷ୍ଠାନରେ ପ୍ରବେଶ ଓ ପ୍ରସ୍ଥାନ ଉପରେ କଟକଣା ଲଗାଯାଇଛି । ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ କଲେଜର ସମସ୍ତ ଗେଟ୍‌ ବନ୍ଦ ରଖାଯିବ । ସେହିପରି ଉକ୍ତ କଲେଜକୁ ଲାଗି ରହିଥିବା ଅନ୍ୟ ସମସ୍ତ ଅନୁଷ୍ଠାନର କ୍ୟାମ୍ପସ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । କଲେଜର ସମସ୍ତ ଛାତ୍ରଛାତ୍ରୀ ଓ କର୍ମଚାରୀଙ୍କର ହେବ କୋଭିଡ ଟେଷ୍ଟ । ଗେଟ୍‌ ବନ୍ଦ ଥିବାରୁ ସମସ୍ତ ଅନ୍ତେବାସୀଙ୍କୁ ଖାଦ୍ୟ ଯୋଗାଇ ଦିଆଯିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+