ରାଜ୍ୟକୁ ସମ୍ପୂର୍ଣ୍ଣ ଗଞ୍ଜେଇ ମୁକ୍ତ କରିବାକୁ ପ୍ରକ୍ରିୟା ଆରମ୍ଭ, ଚାଷରୁ ନିବୃତ୍ତ ରହିବାକୁ ମନ୍ତ୍ରୀଙ୍କ ଅପିଲ୍

ରାଜ୍ୟକୁ ସମ୍ପୂର୍ଣ୍ଣ ଗଞ୍ଜେଇ ମୁକ୍ତ କରିବାକୁ ପ୍ରକ୍ରିୟା ଆରମ୍ଭ । ନୀଳ ଜହରକୁ ମୂଳପୋଛ କରିବା ପାଇଁ ଆକ୍ସନ ମୋଡ଼ରେ ଆବକାରୀ ବିଭାଗ ।

harichandan

ଏନେଇ ଅବକାରୀ ମନ୍ତ୍ରୀ ପଥ୍ବୀରାଜ ହରିଚନ୍ଦନଙ୍କ ସୂଚନା । "ଚଳିତ ବର୍ଷ ସର୍ବାଧିକ ଗଞ୍ଜେଇ ଚାଷ ନଷ୍ଟ କରାଯାଇଛି । ବିଭିନ୍ନ ସ୍ଥାନରେ ଜନଜାତିର ଲୋକଙ୍କୁ ପ୍ରଲୋଭିତ କରାଯାଉଛି । ମିଛ କହି ସେମାନଙ୍କୁ ଚାଷରେ ନିୟୋଜିତ କରୁଛନ୍ତି । ସେମାନଙ୍କ ଉପରେ ସରକାରଙ୍କ ତୀକ୍ଷ୍ଣ ନଜର ରହିଛି"ବୋଲି ପଥ୍ବୀରାଜ ହରିଚନ୍ଦନ କହିଛନ୍ତି।

ଏହାସହ ଜନଜାତିଙ୍କ ପାଇଁ ବିକଳ୍ପ ବ୍ୟବସ୍ଥା କରାଯିବ । ପୋଲିସ ବିଭାଗ ସହ ମିଶି ଆଲୋଚନା କରାଯିବ ବୋଲି କହିଛନ୍ତି ଅବକାରୀ ମନ୍ତ୍ରୀ ପଥ୍ବୀରାଜ ହରିଚନ୍ଦନ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+