ଶ୍ରୀମନ୍ଦିର ଚାରି ଦ୍ୱାର ଖୋଲିବା ନେଇ ଆରମ୍ଭ ହେଲା ସମୀକ୍ଷା

ପୁରୀ: ଆରମ୍ଭ ହେଲା ଶ୍ରୀମନ୍ଦିର ଚାରି ଦ୍ୱାର ଖୋଲିବା ପ୍ରକ୍ରିୟା । ଜିଲ୍ଲାପାଳଙ୍କ ବୈଠକରେ ନିଷ୍ପତି ପରେ ଏହି ପ୍ରକ୍ରିୟା ଆରମ୍ଭ ହୋଇଛି । ଚାରି ଦ୍ୱାର ଖୋଲିବା ନେଇ ଅନୁଧ୍ୟାନ କଲା ଟିମ୍ । ଆସନ୍ତା ଦୁଇ ଦିନ ମଧ୍ୟରେ ସମସ୍ତ ଦ୍ୱାରରେ ପ୍ରବେଶ ନେଇ କରାଯିବ ବ୍ୟବସ୍ଥା ।ଓଡ଼ିଶାରେ ବିଜେପି ସରକାର ଆସିଲେ ଶ୍ରୀମନ୍ଦିର ଚାରିଦ୍ୱାର ଓ ରତ୍ନଭଣ୍ଡାର ଖୋଲାଯିବ ବୋଲି ଦଳର ହେଭିୱେଟ ନେତାମାନେ ର୍ନିବାଚନ ପ୍ରଚାର ସମୟରେ ପ୍ରତିଶ୍ରୁତି ଦେଇଥିଲେ ।

Puri Jagannath Temple

ଆଉ ରାଜ୍ୟରେ ବିଜେପି ସଂଖ୍ୟା ଗରିଷ୍ଠତା ହାସଲ କରି ସରକାର ଗଠନ କରିବାକୁ ଯାଉଛି । ଏଭଳି ସ୍ଥିତିରେ ଶ୍ରୀମନ୍ଦିର ଚାରି ଦ୍ୱାର ଖୋଲିବା ନେଇ ସ୍ଥିତି ସମୀକ୍ଷା କରାଯାଇଛି । ଅତିରିକ୍ତ ଜିଲାପାଳ, ଶ୍ରୀମନ୍ଦିର ପ୍ରଶାସନ ଏହାର ସ୍ଥିତି ସମୀକ୍ଷା କରିଥିବା ଜଣାପଡିଛି । ୪ ଦ୍ୱାର ଖୋଲିବାକୁ ହେଲେ ବ୍ୟାରିକେଡ କରାଯିବ କି ନାହିଁ ଏହାର ମଧ୍ୟ ସମୀକ୍ଷା କରାଯାଇଛି । ଅନ୍ୟପକ୍ଷେ ସିଂହଦ୍ୱାର ସାମ୍ନାରେ ଲାଗିଥିବା ଏସି ଟନେଲକୁ ଏହାରି ମଧ୍ୟରେ ଖୋଲା ଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+