Get Updates
Get notified of breaking news, exclusive insights, and must-see stories!

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା, ଓଡ଼ିଶା ସମେତ ୧୦ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ଚିଠି

ରାଜ୍ୟସଭା ନିର୍ବାଚନ ଲାଗି ଆରମ୍ଭ ହୋଇଛି ପ୍ରକ୍ରିୟା । ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ପ୍ରସ୍ତାବ ମାଗିଲେ ଭାରତୀୟ ନିର୍ବାଚନ କମିଶନ । ଏନେଇ ଓଡ଼ିଶା ସମେତ ୧୦ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ନିର୍ବାଚନ କମିଶନ ଚିଠି ଲେଖିଛନ୍ତି । ଆସନ୍ତା ଏପ୍ରିଲରେ ଖାଲି ହେଉଛି ୧୦ ରାଜ୍ୟର ୩୭ଟି ଆସନ, ମହାରାଷ୍ଟ୍ରର ୭, ତାମିଲନାଡୁ ଓ ବିହାରର ୬, ପଶ୍ଚିମବଙ୍ଗର ୫ଟି ଆସନ ଖାଲି ହେବ, ଆସାମର ୩, ତେଲଙ୍ଗାନା, ଛତିଶଗଡ଼ ଓ ହରିୟାଣାର ୨ଟି ଆସନ ଖାଲି ହେବ । ଏଥିରେ ଓଡ଼ିଶାର ୪ଟି ଓ ହିମାଚଳ ପ୍ରଦେଶର ଗୋଟିଏ ଆସନ ଖାଲି ହେବାର ଅଛି ।

Rajya Sabha elections

ଆସନ୍ତା ଏପ୍ରିଲ ୨ ତାରିଖରେ ଓଡ଼ିଶାର ୪ ରାଜ୍ୟସଭା ସାଂସଦଙ୍କ କାର୍ଯ୍ୟକାଳ ସରୁଛି । ମୁନ୍ନା ଖାଁ, ନିରଞ୍ଜନ ବିଶି, ମମତା ମହନ୍ତ ଓ ସୁଜିତ୍ କୁମାରଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଛି । ମମତା ମହନ୍ତ ଓ ସୁଜିତ୍‌ କୁମାର ବିଜେଡି ଦଳ ଛାଡି ବିଜେପିରେ ସାମିଲ ହୋଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+