ବେସରକାରୀ ବିପଦପୂର୍ଣ୍ଣ ଘର ଭାଙ୍ଗିବା ପ୍ରକ୍ରିୟା ତ୍ବରାନ୍ବିତ ହେବ: ମନ୍ତ୍ରୀ

କଟକ ଅଘଟଣ ପରେ ନଗର ଉନ୍ନୟନ ବିଭାଗଙ୍କ ବଡ଼ ପଦକ୍ଷେପ । ବେସରକାରୀ ବିପଦପୂର୍ଣ୍ଣ ଘର ଭାଙ୍ଗିବା ପ୍ରକ୍ରିୟା ତ୍ବରାନ୍ବିତ ହେବ ବୋଲି କହିଛନ୍ତି ମନ୍ତ୍ରୀ । ବିପଦପୂର୍ଣ୍ଣ ବିଲଡିଂ ଘୋଷଣା କରିବା ପୂର୍ତ୍ତ ବିଭାଗର ଦାୟିତ୍ୱ । ବିପଦପୂର୍ଣ୍ଣ କୋଠା ଭାଙ୍ଗିବା ଦାୟିତ୍ୱ ନଗର ଉନ୍ନୟନ ବିଭାଗର। ସରକାରୀ ଘରକୁ ଅସୁରକ୍ଷିତ ଘୋଷଣା କରିବା ସରକାରଙ୍କ ଦାୟିତ୍ୱ। ଅସୁରକ୍ଷିତ ଘର ମାଲିକ ସଚେତନ ହେବା ଦରକାର ବୋଲି କହିଛନ୍ତି କୃଷ୍ଣ ଚନ୍ଦ୍ର ମହାପାତ୍ର ।

krusha mahapatra
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+