ପ୍ରଫେସର ଯଜ୍ଞେଶ୍ବର ଦଣ୍ଡପାଟଙ୍କୁ ପୁଣି ଉତ୍କଳ ବିଶ୍ବବିଦ୍ୟାଳୟ କୁଳପତି ଦାୟିତ୍ବ
ପ୍ରଫେସର ଯଜ୍ଞେଶ୍ବେର ଦଣ୍ଡପାଟଙ୍କୁ ପୁଣି ଉତ୍କଳ ବିଶ୍ବବିଦ୍ୟାଳୟ କୁଳପତି ଦାୟିତ୍ବ ମିଳିଛି। ପ୍ରଫେସର ଯଜ୍ଞେଶ୍ବର ଦଣ୍ଡପାଟଙ୍କ ନିଯୁକ୍ତି ନେଇ ଶୁକ୍ରବାର ରାଜଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ସେ ନୂଆ କୁଳପତି ନିଯୁକ୍ତି ପର୍ଯ୍ୟନ୍ତ ଦାୟିତ୍ବରେ ରହିବେ












Click it and Unblock the Notifications