ମେଟ୍ରୋ ପାଇଁ କେନ୍ଦ୍ର ସରକାରଙ୍କୁ ଦିଆଯିବ ପ୍ରସ୍ତାବ; ନୂଆ ଢାଞ୍ଚାରେ ମେଟ୍ରୋ ପାଇଁ ଗଠନ ହେବ ବୈଷୟିକ କମିଟି
ମେଟ୍ରୋ ପାଇଁ କେନ୍ଦ୍ର ସରକାରଙ୍କୁ ଦିଆଯିବ ପ୍ରସ୍ତାବ। ନୂଆ ଢାଞ୍ଚାରେ ମେଟ୍ରୋ ପାଇଁ ଗଠନ ହେବ ବୈଷୟିକ କମିଟି। ସୂଚନା ଦେଲେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ଏହି କମିଟି ବିଭିନ୍ନ ସହରକୁ ଯାଇ ସ୍ଥିତି ଅନୁଧ୍ୟାନ କରିବ।
ନୂଆ ଟ୍ରାକ୍ ନେଇ କମିଟି ରିପୋର୍ଟ ଦେବ କହିଲେ ନଗର ଉନ୍ନୟନ ମନ୍ତ୍ରୀ ।
କମ୍ପ୍ରେହେନସିଭ୍ ମୋବିଲିଟି ପ୍ଲାନ୍ ତିଆରି ହୋଇଛି। କେଉଁ ଲାଇନ୍ରେ ଯିବ, କେଉଁଠି ପାର୍କିଂ ଅଞ୍ଚଳ ହେବ କମିଟି ରିପୋର୍ଟ ଦେବ ।













Click it and Unblock the Notifications