Get Updates
Get notified of breaking news, exclusive insights, and must-see stories!

ଜାନୁଆରୀ ୧ ପାଇଁ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାକୁ ବିରୋଧ

ଜାନୁଆରୀ ୧ ପାଇଁ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲିବାକୁ ନେଇ ବିରୋଧ । ବିରୋଧ କରି ଗଜପତି ମହାରାଜା, ଆଇନ ମନ୍ତ୍ରୀ, ମୁଖ୍ୟ ପ୍ରଶାସକଙ୍କୁ ଚିଠି । ଚିଠି ଲେଖିଲେ ପରିଚାଳନା କମିଟି ସଦସ୍ୟ ମହେଶ କୁମାର ସାହୁ । ଧାର୍ମିକ ତଥା ପରମ୍ପରା ଦୃଷ୍ଟିକୋଣରୁ ଆଦୌ ସମୀଚିନ ନୁହେଁ' । ପ୍ରତିବର୍ଷ ଧର୍ମଶାସ୍ତ୍ରବିତ ଓ ସଂସ୍କୃତି ବିଶାରଦ ପ୍ରତିକ୍ରିୟା ପ୍ରକାଶ କରୁଛନ୍ତି' । ତେଣୁ ଜାନୁଆରୀ ୧ ପାଇଁ ମହାପ୍ରଭୁଙ୍କ ରାତି ଅନିଦ୍ରା କରା ନ ଯାଉ ।
ମହାପ୍ରଭୁଙ୍କ ସ୍ବାଭାବିକ ଦୈନନ୍ଦିନ ନୀତିକାନ୍ତିର ବ୍ୟବସ୍ଥା କରାଯାଉ ।

Shrimandir
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+