ପାଞ୍ଜିରେ ଭୁଲ ତଥ୍ୟ ଦେଲେ ହେବ କାର୍ଯ୍ୟାନୁଷ୍ଠାନ ; ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପଞ୍ଜିକା ସମନ୍ବୟ ନେଇ ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ । ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ବଡ ସୂଚନା । କହିଲେ ଶ୍ରୀମନ୍ଦିର ସମ୍ବନ୍ଧୀୟ ଯାନିଯାତ୍ରା ନେଇ ସହମତି ହୋଇଛି । ବିଶେଷକରି ୫ଟି ପଞ୍ଜିକାର ପାଣ୍ଡୁଲିପିକୁ ନେଇ ଆଲୋଚନା ହୋଇଛି ।

jagannath mandir

ମହାପ୍ରଭୁଙ୍କ ନୀତିକାନ୍ତି ତିଥି ନେଇ ସମସ୍ତେ ସହମତ ସହ ଆଲୋଚନା ହେଲା । ଏନେଇ ଚିଠା ଅନୁମୋଦିତ ହୋଇଛି, କେହି ଭୁଲ ତଥ୍ୟ ଦେବେନି । ସହମତି ପରେ ଯଦି ବିଭ୍ରାନ୍ତିକର ତଥ୍ୟ ଦିଅନ୍ତି ତାହେଲେ କାର୍ଯ୍ୟାନୁଷ୍ଠାନ'

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+