ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
ସୋମବାର ବନ୍ଦ ରହିବ ସାଧାରଣ ଦର୍ଶନ । ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ସୋମବାର ଶ୍ରୀମନ୍ଦିରରେ ଚାରି ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ସୋମବାର ଚୈତ୍ର କୃଷ୍ଣ ଷଷ୍ଠୀ ତିଥିରେ ଶ୍ରୀବିଗ୍ରହମାନଙ୍କ ଖସାପଡା ଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅନୁଷ୍ଠିତ ହେବ ଏହି ନୀତି। ସନ୍ଧ୍ୟା ୬ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଖସାପଡ଼ା ନୀତି ସଂପର୍ଣ୍ଣ ପରେ ସାଧାରଣ ଦର୍ଶନ ସ୍ୱାଭାବିକ ହେବ ବୋଲି ଜଣାପଡିଛି ।
More From
-
ପୁଣି ବଦଳିଲା ସୁନା-ରୁପା ଦର : ଆଜି ଏତିକି.... -
ରାଜ୍ୟରେ SIRକୁ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସୂଚନା, କହିଲେ... -
ଜଳସଂପଦ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ -
ସରିଲା ଓଡ଼ିଶା ଗସ୍ତ, ଦିଲ୍ଲୀ ଫେରିଲେ ଶାହ -
ଭକ୍ତଙ୍କୁ ଏବେ ନବୀନ ଭୂତ ଲାଗିଛି, ୧୬ ସେ ଭୂତ ଛାଡ଼ିଯିବ ; ବାବୁ ସିଂ -
ଗୁଜରାଟ ଭଳି ଓଡ଼ିଶାର ମଧ୍ୟ ବିକାଶ ହେବ ; ଅମିତ୍ ଶାହ -
ଦିଲ୍ଲୀପ ରାୟଙ୍କ ବିଜୟ ନିଶ୍ଚିତ କହିଲେ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ -
କଟକ ମୁଣ୍ଡଳି CISF କ୍ୟାମ୍ପ୍ରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ -
ଭୁବନେଶ୍ୱର ବିମାନବନ୍ଦରରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ, ସ୍ୱାଗତ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଆଜି ଓଡ଼ିଶା ଆସିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଶାହ -
ମାର୍ଚ୍ଚ ୩୧ରେ ଦେଶ ନକ୍ସଲବାଦରୁ ମୁକ୍ତ ହେବ କହିଲେ ଶାହ -
କାହିଁକି ଏହି ଦୁଇ ଦେବତା ଶନିଦେବ ଏବଂ ଯମମହାରାଜ କଳା ପୋଷାକ ପିନ୍ଧନ୍ତି, ଏହି ରଙ୍ଗର କ'ଣ ମହତ୍ତ୍ୱ ଅଛି ?












Click it and Unblock the Notifications