ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
ସୋମବାର ଚୈତ୍ର କୃଷ୍ଣ ଷଷ୍ଠୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ଲାଗି ନୀତି ଅନୁଷ୍ଠିତ ହେବ । ଏହି ସ୍ୱତନ୍ତ୍ର ନୀତି ସମୟରେ ଶ୍ରଦ୍ଧାଳୁମାନେ ଠାକୁରଙ୍କ ଦର୍ଶନ ପାଇବେ ନାହିଁ ।

ଶ୍ରୀମନ୍ଦିର ପ୍ରଶାସନ ସୂଚନା ଅନୁସାରେ ପ୍ରାୟତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ସମୟରେ ଠାକୁରଙ୍କ ଖସାପଡ଼ା ଲାଗି ନୀତି ହେବ । ଏଣୁ ଉକ୍ତ ସମୟରେ ଭକ୍ତମାନେ ଠାକୁରଙ୍କ ଦର୍ଶନ ପାଇବେ ନାହିଁ । ମହାପ୍ରଭୁଙ୍କ ଏହା ଗୁପ୍ତ ନୀତି । ଶ୍ରୀଅଙ୍ଗ ସୁରକ୍ଷା ପାଇଁ ସେବକଙ୍କ ଦ୍ୱାରା ଏହି ନୀତି କରାଯାଉଥିବା କୁହନ୍ତି । ଦ୍ୱିତୀୟ ଭୋଗ ମଣ୍ଡପ ନୀତି ସରିଲେ ଖସାପଡ଼ା ଲାଗି ନୀତି କରାଯିବ । ଏସବୁ କେବଳ ସଭିଙ୍କ ସୂଚନା ପାଇଁ । ସୋମବାର ମହାପ୍ରଭୁଙ୍କ ନୀତି ଉପରେ ହିଁ ଦର୍ଶନ କଟକଣାର ପ୍ରକୃତ ସମୟ ନିର୍ଭର ହେବ।
More From
-
ହଟିବେ ଶିଶୁ ଭିକ୍ଷୁକ, ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ଜାରିକଲା ନିର୍ଦ୍ଦେଶନାମା -
ଡିଜିପିଙ୍କ ନିକଟରେ ୧୧ ମାଓବାଦୀଙ୍କ ଆତ୍ମସମର୍ପଣ -
ରାଜ୍ୟସଭା ନିର୍ବାଚନ ପାଇଁ ଏଜେଣ୍ଟ ଘୋଷଣା କଲେ ୩ ଦଳ , ଜାଣନ୍ତୁ କାହାର କିଏ ? -
ଦାଶରଥୀ ଗମାଙ୍ଗଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କଲା PCC ଶୃଙ୍ଖଳା କମିଟି -
ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ -
ନବୀନ ଘୋଡ଼ା ବେପାରରେ ମାହିର;ପ୍ରତାପ ଶଡଙ୍ଗୀ -
ଏଥର ପ୍ରଚଣ୍ଡ ହେବ ଗୁଷ୍ମ ପ୍ରବାହ, ୪୦ ଛୁଇଁବ ପାରଦ -
ଦେଶ୍ୟାବ୍ୟାପି ଅତ୍ୟାବଶ୍ୟକୀୟ ସେବା ଲାଗି ନିରବଚ୍ଛିନ୍ନ ଇନ୍ଧନ ଯୋଗାଣ ସୁନିଶ୍ଚିତ କଲେ ସରକାର -
ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ , ଯାତାୟାତ ବନ୍ଦ ପାଇଁ ସୂଚନା ଦେଲେ ପୁରୀ ଏସ୍ପି -
ଆଜି ନବୀନଙ୍କ ବଡ଼ ବୈଠକ, ରାଜ୍ୟସଭା ନିର୍ବାଚନ ପାଇଁ ପ୍ରସ୍ତୁତି -
ଦୋକାନରେ ଶୋଇଥିବା ବେଳେ ବାପପୁଅ ଜୀବନ୍ତ ଦଗ୍ଧ,ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ -
ରାଜ୍ୟସଭା ନିର୍ବାଚନ: ପାରାଦୀପ ଗଲେ ସମସ୍ତ ବିଜେପି ବିଧାୟକ












Click it and Unblock the Notifications