ଗଣଶିକ୍ଷା ବିଭାଗର ବଡ ନିଷ୍ପ, ୪୫୮୦ ଜଣ ଅବସରପ୍ରାପ୍ତ ଶିକ୍ଷକଙ୍କୁ ମିଳିବ ନିଯୁକ୍ତି

ଶିକ୍ଷାର ବିକାଶ ପାଇଁ ଗଣଶିକ୍ଷା ବିଭାଗ ଏକ ବଡ ନିଷ୍ପତ୍ତି ନେଇଛି । ଅନେକ ସ୍କୁଲରେ ଏବେବି ଶିକ୍ଷକ ଅଭାବ ସମସ୍ୟା ଲାଗି ରହିଛି । ଏହି ସମସ୍ୟାକୁ ଦୂରେଇବାକୁ ଗଣଶିକ୍ଷା ବିଭାଗ ନେଇଛି ବଡ ନିଷ୍ପତ୍ତି । ଏଣିକି ସରକାରୀ, ସମ୍ପୂର୍ଣ୍ଣ ଅନୁଦାନପ୍ରାପ୍ତ ଓ ବ୍ଳକଗ୍ରାଣ୍ଟ ହାଇସ୍କୁଲରେ ଅବସରପ୍ରାପ୍ତ ଶିକ୍ଷକ ପଢାଇବେ ବୋଲି ବିଭାଗ ନିଷ୍ପତ୍ତି ନେଇଛି ।

Education Department

ଏଥର ସ୍କୁଲରେ ଅବସର ନେଇସାରିଥିବା ଶିକ୍ଷକ ମଧ୍ୟ ପଢାଇବେ । ଏଥିପାଇଁ ନିଯୁକ୍ତି ପାଇଁ ଖୁବଶୀଘ୍ର ନିର୍ଦ୍ଦେଶାବଳୀ ଜାରି କରିବାକୁ ମଧ୍ୟ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।

ଚଳିତ ଶିକ୍ଷା ବର୍ଷରେ ୪ ହଜାର ୫୮୦ ଜଣ ଅବସରପ୍ରାପ୍ତ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବାକୁ ଅନୁମତି ମିଳିଛି । ସେମାନଙ୍କ କାର୍ଯ୍ୟକାଳ ୨୦୨୫ ମାର୍ଚ୍ଚ ଅର୍ଥାତ୍ ନୂଆ ଶିକ୍ଷକ ନିଯୁକ୍ତି ଯାଏଁ ବଳବତ୍ତର ରହିବ । କିଭଳି ଏହି ଅତିଥି ଶିକ୍ଷକ ନିଯୁକ୍ତ ହେବ ତାକୁ ଜିଲ୍ଲା ଶିକ୍ଷାଧିକାରୀ ସୁନିଶ୍ଚିତ କରାଇବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+