ଘରୋଇ ଶିକ୍ଷାନୁଷ୍ଠାନକୁ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ତାଗିଦ୍, କହିଲେ ନିୟମ ନମାନିଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ
ଘରୋଇ ଶିକ୍ଷାନୁଷ୍ଠାନକୁ ମନ୍ତ୍ରୀଙ୍କ ତାଗିଦ୍ । ଘରୋଇ ଶିକ୍ଷାନୁଷ୍ଠାନକୁ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ତାଗିଦ୍ । ଗ୍ରୀଷ୍ମ ପ୍ରବାହ ପାଇଁ ସ୍କୁଲ ବନ୍ଦ ନିର୍ଦ୍ଦେଶ ସତ୍ତ୍ବେ ଖୋଲାଯାଉଛି ସ୍କୁଲ୍ । ଅନୁଧ୍ୟାନ କରିବା ସହ ଶିକ୍ଷା ବିଭାଗ ଶକ୍ତ ଆଭିମୁଖ୍ୟ ନେଉଛି' । ନିୟମ ଭାଙ୍ଗି ସ୍କୁଲ ଖୋଲା ହେଉଥିଲେ, ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ। ପିଲାଙ୍କ ସ୍ବାସ୍ଥ୍ୟ ଗୁରୁତ୍ବପୂର୍ଣ୍ଣ କହିଲେ ଗଣଶିକ୍ଷା ମନ୍ତ୍ରୀ ।













Click it and Unblock the Notifications