Get Updates
Get notified of breaking news, exclusive insights, and must-see stories!

ନବ ଦାସ ହତ୍ୟା ଘଟଣା: ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

Odisha News: ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲାକୁ ନେଇ ପୁଣି ରାଜ୍ୟରେ ଚର୍ଚ୍ଚା ଜୋର ଧରିଛି । ଏହାରି ମଧ୍ୟରେ ଏହି ମାମଲାର ସିବିଆଇ ତଦନ୍ତ ଆବେଦନ କରି ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଛି । ଭାରତୀୟ ବିକାଶ ପରିଷଦର ଆବାହକ ସୁରେନ୍ଦ୍ର ପାଣିଗ୍ରାହୀ ଗତକାଲି ହାଇକୋର୍ଟରେ ଏକ ଜନସ୍ୱାର୍ଥ ମାମଲା ଦାୟର କରିଛନ୍ତି । କ୍ରାଇମବ୍ରାଞ୍ଚର ତଦନ୍ତ ସନ୍ତୋଷଜନକ ନାହିଁ ବୋଲି ସେ ନିଜ ଆବେଦନେ ଦର୍ଶାଇଛନ୍ତି ।

Crime News

ରାଜନୀତି ପାଇଁ ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି । ତେଣୁ ରାଜ୍ୟ ପୋଲିସ ଓ କ୍ରାଇମବ୍ରାଞ୍ଚ ତଦନ୍ତ ହେଲେ ତଦନ୍ତରେ ସ୍ୱଚ୍ଛତା ରହିବ ନାହିଁ । ତେବେ ଏହା ଏକ ହାଇପ୍ରୋଫାଇଲ୍ ହତ୍ୟାକାଣ୍ତ ହୋଇଥିବାରୁ ସିବିଆଇ ତଦନ୍ତ କରିବା ଆବଶ୍ୟକ ରହିଛି ବୋଲି ଦାବି କରିଛନ୍ତି ସୁରେନ୍ଦ୍ର ପାଣିଗ୍ରାହୀ ଦର୍ଶାଇଛନ୍ତି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+