କାଲି ୪ ଘଣ୍ଟା ପାଇଁ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ

କାଲି ୪ ଘଣ୍ଟା ପାଇଁ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ । ଶ୍ରାବଣ ଶୁକ୍ଳ ଚତୁର୍ଥୀରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ଲାଗି ନୀତି ପାଇଁ ଦର୍ଶନ ବନ୍ଦ ।

shrimandir
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+