ଆସନ୍ତା କାଲି ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ, ଜାଣନ୍ତୁ କାହିଁକି ?
ଅଗଷ୍ଟ ୨୪ (ଶନିବାର) ଭାଦ୍ରବ କୃଷ୍ଣ ପଞ୍ଚମୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାହୁରେଖା ଲାଗି ନୀତି ଅନୁଷ୍ଠିତ ହେବ।

ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୨.୦୦ ଟିକା ଠାରୁ ସନ୍ଧ୍ୟା ଘ.୬.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।












Click it and Unblock the Notifications